ଭାରତ

ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଚମ୍ପଇ ସୋରେନ୍‌ 

(ଝାଡ଼ଖଣ୍ଡ) : ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଚମ୍ପଇ ସୋରେନ୍‌ । ଗୋପନୀୟତାର ଶପଥ କରାଇଲେ ରାଜ୍ୟପାଳ । ସହଯୋଗୀ କଂଗ୍ରେସର ଆଲମଗିରି ଆଲାମ ବି ଶପଥ ନେଇଛନ୍ତି । ରାଜଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ସି.ପି. ରାଧାକ୍ରୀଷ୍ଣନ । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିବା ପରେ ଚମ୍ପାଇ ସୋରେନ ଝାଡ଼ଖଣ୍ଡ ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।

ସୂଚନାନୁଯାୟୀ , ରାଜଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ସି.ପି. ରାଧାକ୍ରୀଷ୍ଣନ । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିବା ପରେ ଚମ୍ପାଇ ସୋରେନ ଝାଡ଼ଖଣ୍ଡ ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ନୂଆ ଦଳର ନାଁ ଘୋଷଣା କଲେ ସୁପରଷ୍ଟାର ବିଜୟ ମୁଖ୍ୟମନ୍ତ୍ରୀ ହେବା ପୂର୍ବରୁ ହେମନ୍ତ ସୋରେନଙ୍କ ମନ୍ତ୍ରୀମଣ୍ଡଳରେ ଚମ୍ପାଇ ସୋରେନ ପରିବହନ, ପଛୁଆ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗର କ୍ୟାବିନେଟ ମନ୍ତ୍ରୀ ଥିଲେ ।

Related posts

ଆଜି ଫୁଲବାଣୀ, ବରଗଡ଼ ଏବଂ ବଲାଙ୍ଗିର ଯିବେ ମୋଦି 

mahabharatanews

ଗୋଟିଏ ପ୍ଲାଟଫର୍ମରେ ଶକ୍ତି ପ୍ରଦର୍ଶନ କରିବେ ବିରୋଧୀ

mahabharatanews

ଜେଲରେ କଏଦୀଙ୍କୁ ମିଳୁଛି ଭିଆଇପି ସୁବିଧା, ଭିଡିଓ ହେଲା ଭାଇରାଲ

mahabharatanews