ଓଡିଶା

ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ

(ଅଜିତ ସାହୁ/ଜଳେଶ୍ୱର): ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣକ ବାଲେଶ୍ଵର ଜିଲ୍ଲା ଭୋଗରାଇ ଥାନା କାଉବଣୀ ଗାଁର ସାବିତ୍ରୀ ଦେ ବୋଲି ଜଣାପଡିଛି । ମହିଳା ଜଣକ ଘରେ କାମ କରୁଥିବା ସମୟରେ ବଜ୍ରାଘାତ ହୋଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା। ଭୋଗରାଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଛେଦ ପାଇଁ ପଠାଇଛି ।

Related posts

କେନ୍ଦ୍ର ଅବହେଳାର ଲମ୍ବା ତାଲିକା ରଖିଲା ବିଜେଡି

mahabharatanews

ଦେବୀ ନଦୀରୁ ନାଵାଳିକା ଛାତ୍ରୀଙ୍କ ମୃତ ଦେହ ଉଦ୍ଧାର

mahabharatanews

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନୌସେନା ମୁଖ୍ୟ ଆଡମିରାଲ୍ ଦିନେଶ ତ୍ରିପାଠୀ ଭେଟି ଆଲୋଚନା କରିଛନ୍ତି

mahabharatanews