ଓଡିଶା

 ଆଜି ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ଶୈବ ପୀଠ

(ଭୁବନେଶ୍ୱର) : ଆଜି ଶ୍ରାବଣ ମାସର ଶେଷ ସୋମବାର । ମହାଦେବଙ୍କୁ ଜଳ ଲାଗି କରୁଛନ୍ତି କାଉଡ଼ିଆ । ରାଜ୍ୟର ବିଭିନ୍ନ ଶୈବ ପୀଠରେ କାଉଡିଆଙ୍କ ସମାଗମ । ଆଜି ଶ୍ରାବଣ ମାସ ପ୍ରଥମ ସୋମବାର ପାଇଁ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ଓ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବା ପାଇଁ ମିଳୁଛି । ଭୋର ୩ ଟାରୁ ଦ୍ୱାର ଫିଟା ଯାଇ ପୂଜର୍ଚ୍ଚନା ଆରମ୍ଭ ହୋଇଥିଲା ।

ସୂଚନାନୁଯାୟୀ , ସାଧାରଣ ଦର୍ଶନ ସହ କିପରି କାଉଡିଆ ମାନେ ସୁରୁଖୁରରେ ଜଳଲାଗି କରିପାରିବେ ସେ ନେଇ ସମସ୍ତ ପ୍ରକାର ବ୍ୟବସ୍ଥା କରିଛି ମନ୍ଦିର ପ୍ରଶାସନ । ଯେଉଁଥିପାଇଁ କାଉଡିଆମାନେ ମଧ୍ୟ ଭଲରେ ଭଲରେ ଠାକୁରଙ୍କ ପାଖରେ ପହଞ୍ଚିପାରିବେ । ରାସ୍ତାଘାଟ ବୋଲ ବମ୍‌ ଧ୍ୱନିରେ ପ୍ରକମ୍ପିତ ହେଉଛି ।

Related posts

ବଡଚଣା ବ୍ଲକ ପଞ୍ଚାୟତ ସ୍ତରରେ ଉପନିର୍ବାଚନର ଘୋଷଣା ହେଲା ଫଳାଫଳ

mahabharatanews

ସମ୍ବଲପୁରରୁ ୧୦ ଡକାୟତ ଗିରଫ : ୫ ଲକ୍ଷ ଟଙ୍କା, ଅଧ କେଜି ସୁନା ଜବତ

mahabharatanews

ନେସନାଲ ଲିଗାଲ ସର୍ଭିସ ଦିବସ ପାଳିତ

mahabharatanews