ଓଡିଶା

ପ୍ରତାପ ଷଢଙ୍ଗୀଙ୍କ ବିପକ୍ଷରେ ଲଢିବେ ଲେଖାଶ୍ରୀ 

(ବାଲେଶ୍ଵର) : ବିଧାନସଭା ଆସନ ସହ ବିଜେଡି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବାଲେଶ୍ୱର ଲୋକ ସଭା ପାଇଁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଟିକେଟ୍‌ ଦେଇଛି। ତେବେ ବାଲେଶ୍ୱରରୁ ବିଜେପି ପ୍ରାର୍ଥୀ ପ୍ରତାପ ଷଢଙ୍ଗୀଙ୍କ ବିପକ୍ଷରେ ଲେଖାଶ୍ରୀ ଲଢିବେ।

ସୂଚନାନୁଯାୟୀ , ଗତ କିଛି ଦିନ ତଳେ ବିଜେପିରୁ ଇସ୍ତଫା ଦେଇଥିଲେ ଲେଖାଶ୍ରୀ ସାମନ୍ତସିଂହାର। ସୋଶାଲ ମିଡିଆ ଜରିଆରେ ସେ ଏହି ସୂଚନା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ପଠାଇଥିଲେ । ସେ ଦଳ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ଦଳର ରାଜ୍ୟ ଉପ-ସଭାପତି ପଦରେ ରହିଥିଲେ। ଆଉ କିଛି ସମୟ ପରେ ସେ ବିଜେଡିରେ ଯୋଗ ଦେଇଥିଲେ ।

Related posts

ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି…

mahabharatanews

ଦେଶର ୧୩ ଜଣ ମୁଖ୍ୟମନ୍ତ୍ରୀଙ୍କ ନାଁରେ ରହିଛି ଅପରାଧିକ ମାମଲା

mahabharatanews

ଦେବଗଡ଼ ଜିଲ୍ଲା ବାରକୋଟ ବିଦ୍ୟୁତ୍ ବିଭାଗର ମକଡ୍ରିଲ

mahabharatanews