ଭାରତ

୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଚାଲିଛି ମତଦାନ 

(ଦିଲ୍ଲୀ) : ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ହେବ ମତଦାନ । ୯୩ ଲୋକସଭା ଆସନ ପାଇଁ ୧ ଲକ୍ଷ ୮୫ ହଜାର ବୁଥରେ ଭୋଟିଂ ହେବ । ଅହମ୍ମଦାବାଦରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଲୋକସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ । ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ହେବ ମତଦାନ । ୯୩ ଲୋକସଭା ଆସନ ପାଇଁ ୧ ଲକ୍ଷ ୮୫ ହଜାର ବୁଥରେ ଭୋଟିଂ ହେବ ।

ସୂଚନାନୁଯାୟୀ , ଆଜି ଅହମ୍ମଦାବାଦରେ ଭୋଟ୍ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗୃହମନ୍ତ୍ରୀ ଅମିତ ଶାହ, ପୂର୍ବତନ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଶରଦ ପାୱରଙ୍କ ଝିଅ ସୁପ୍ରିୟା ସୁଲେ, ଅଖିଳେଶ ଯାଦଙ୍କ ପତ୍ନୀ ଡିମ୍ପଲ ପ୍ରମୁଖଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ତେବେ ଏଥର ଦ୍ୱିତୀୟ ଥର ପାଇଁ ଗୁଜୁରାଟର ଗାନ୍ଧୀନଗରରୁ ନିର୍ବାଚନ ଲଢୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ ।

Related posts

ଜି-୨୦ ବୈଠକରୁ ବାଦ ପଡିଲେ ଚୀନ୍‌, ତୁର୍କୀ

mahabharatanews

ଜାନୁଆରୀ ୬ରେ L-1 ପଏଣ୍ଟରେ ପହଞ୍ଚିବ ଆଦିତ୍ୟ

mahabharatanews

ମୃତ୍ୟୁ ବରଣ କଲେ ବିଷ ପିଇଥିବା ସାଂସଦ 

mahabharatanews