ଓଡିଶା

ନାମାଙ୍କନ ଦାଖଲ କଲେ ମନ୍ମଥ ରାଉତରାୟ 

(ଭୁବନେଶ୍ୱର)  : ନାମାଙ୍କନ ଦାଖଲ କଲେ ମନ୍ମଥ ରାଉତରାୟ । ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଭାବରେ ଅପରାଜିତା ଷଡ଼ଙ୍ଗୀ ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମନ୍ମଥ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଜଣ ନାମାଙ୍କନ ଭରିଛନ୍ତି । ତେବେ ଆଜି ସକାଳୁ କର୍ମୀଙ୍କ ଗହଳି ଭିତରେ ଦୁଇ ଜଣ ନାମାଙ୍କନ ଭରିବାକୁ ବାହାରିଥିଲେ ।

ସୂଚନାନୁଯାୟୀ , ଟିକେଟ କଟିବା ପରେ ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ହାତରେ ଶଙ୍ଖ ଧରି ସେ ପ୍ରାର୍ଥିପତ୍ର ଭରିବାକୁ ବାହାରିଥିଲେ ମନ୍ମଥ । ଆଉ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ଭରିଥିଲ୍ ଦୁଇ ହେଭିୱେଟ୍। ବିଜେପି ଅପରାଜିତାଙ୍କୁ ପୁଣି ପ୍ରାର୍ଥୀ କରି ଭୁବନେଶ୍ୱର ଲୋକ ସଭା ଆସନ ଅକ୍ତିଆର କରିବାକୁ ଚାହୁଁଛି। ସେପଟେ ତାଙ୍କୁ ଟକ୍କର ଦେବା ପାଇଁ ମନ୍ମଥ ମଇଦାନକୁ ଓହ୍ଲାଇଛନ୍ତି । କିନ୍ତୁ ସେ ରାଜନୀତିରେ ନୂଆ । ଗତ କିଛିବର୍ଷ ହେବ ସେ ଜଟଣୀ ନାଗରିକ କମିଟି ସଭାପତି ଭାବେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ କରି ଚର୍ଚ୍ଚାକୁ ଆସିଥିଲେ।

Related posts

ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ 2025 ପାଳିତ

mahabharatanews

ଅଲଉତା ଗ୍ରାମ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲ୍ଲାପାଳ

mahabharatanews

ଜାତୀୟ ଜନଜାତି ଆୟୋଗ କାର୍ଯ୍ୟାଳୟରେ ହାଜର ହେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

mahabharatanews