ଓଡିଶା

ସୃଷ୍ଟି ହେଉଛି ଏକ ଲଘୁଚାପ 

(ଭୁବନେଶ୍ୱର) ; ଅଗଷ୍ଟ ୧୮ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୧୮ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ତେଣୁ ଅଗଷ୍ଟ ୧୭(ଗୁରୁବାର)ଠାରୁ ୩ ଦିନ ଯାଏ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାନୁଯାୟୀ ,  ସମ୍ୱଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଗଞ୍ଜାମ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବୌଦ୍ଧ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୯ ତାରିଖରେ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Related posts

ମୁକ୍ତ ଆକାଶ ରଙ୍ଗମଂଚରେ ମୋହିନ ଆଟ୍ଟମ ଓ ଓଡିଶୀ ନୃତ୍ୟ

mahabharatanews

 ଏଣିକି ଦେହରେ ଆଉ ଟାଟୁ କରିପାରିବେନି ପୋଲିସ

mahabharatanews

ବିଧାୟକ ଉମାକାନ୍ତଙ୍କ ଦ୍ୱାରା ୫୮୦ ନୂତନ ରାଶନ କାର୍ଡ ପ୍ରଦାନ

mahabharatanews