ଓଡିଶା

ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବେନେଶ୍ୱର: ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ । ଏହି ଅବସରରେ ସମସ୍ତଙ୍କୁ ଆନ୍ତରିକତା ସହ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚଳିତ ବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧିର ବର୍ଷ ହେଉ ବୋଲି ମଧ୍ୟ ସେ କହିଛନ୍ତି ।

Related posts

ପୁଣି ୨ ଦିନ ଜୟପୁରକୁ ଉଡିବନି ବିମାନ  

mahabharatanews

ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ସମନ୍ୱୟ ବୈଠକ ଶେଷ

mahabharatanews

ଟିପ୍ପର ଧକ୍କାରେ ୩ ବାଇକ୍ ଆରୋହୀ ମୃତ

mahabharatanews