ଓଡିଶା

ମାଲାକନାଗିରିକୁ ଉଡ଼ିବ ବିମାନ

(ଭୁବନେଶ୍ୱର) :  ମାଲାକନାଗିରିକୁ ଉଡ଼ିବ ବିମାନ । ଆସନ୍ତା ଜାନୁଆରୀରେ ମାଲକାନାଗିରି ବିମାନବନ୍ଦରର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲକାନଗିରି ସହର ଉପକଣ୍ଠରେ ଥିବା ବିମାନ ବନ୍ଦର ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରନୱେ କାମ ସମ୍ପୂର୍ଣ୍ଣ ଶେଷ ହୋଇଥିବା ବେଳେ ଟର୍ମିନାଲ ଠାରୁ ଆରମ୍ଭ କରି ଯାତ୍ରୀ ବିଶ୍ରାମାଗାର କାମ ମଧ୍ୟ ଶେଷ ହେବାକୁ ଯାଉଛି ।

ସୂଚନାନୁଯାୟୀ , ଖୁବଶୀଘ୍ର ରନୱେରେ ଟ୍ରାଏଲ ରନ କରିବା ଲାଗି ସ୍ଥିର ହୋଇଥିବା ବେଳେ ସମୟ ସୀମା ମଧ୍ୟରେ କାମ ସାରିବାକୁ ଦିନ ରାତି ଏକ କରି ଦେଇଛି ପ୍ରଶାସନ । ଡିସେମ୍ବର ୨୭ ରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନୀଲ କ୍ରିଷ୍ଣା ନିଜ ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରେ ଆଗାମୀ ଉଦଘାଟନକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ।

Related posts

ସ୍କ୍ରବ୍ ଟାଇଫସ୍ ଆତଙ୍କ;  ସୁନ୍ଦରଗଡ଼ରେ ସଂଖ୍ୟା ୨୨୧କୁ ବୃଦ୍ଧି 

mahabharatanews

ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ ପାଇଁ ଡିସେମ୍ବର ୫ରୁ ଟିକେଟ୍‌ ବିକ୍ରି ଆରମ୍ଭ ହେବ

mahabharatanews

ଆସନ୍ତା ୩ଦିନ ଅସମ୍ଭାଳ ଗୁଳୁଗୁଳି ସହ ଖରା 

mahabharatanews