ଅପରାଧ

ମାନସ ଦାସ ଗିରଫ

ଭୁବନେଶ୍ୱର : ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସଙ୍କୁ ଗିରଫ କରିଛି ପୋଲିସ । ହତ୍ୟା ଉଦ୍ୟମ ଓ ଅତ୍ୟାଚାର ଅଭିଯୋଗ ମାମଲାରେ ପୋଲିସ ବାନ୍ଧିଥିବା ସୂଚନା ମିଳିଛି । ଭୁବନେଶ୍ବର ସ୍ଥିତ ସହିଦନଗରରୁ ମାନସ ଦାସଙ୍କୁ ଖୋର୍ଦ୍ଧା ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ଷ୍ଟେଜ ବଡି ଗାର୍ଡଙ୍କୁ ହତ୍ୟା ଧମକ ଦେବା ନେଇ ମାନସ ଦାସ ବିରୋଧରେ ଏତଲା କ୍ରମେ ତାଙ୍କୁ ଗିରଫ କରାଯାଇଛି ।

Related posts

ଜନ୍ମକଲା ମା’କୁ ହତ୍ୟା କଲା ପୁଅ

mahabharatanews

ରାଜଧାନୀରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ର୍ଦୁବୃତ୍ତ

mahabharatanews

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀ

mahabharatanews