ଓଡିଶା

 ତୃତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ

(ଭୁବନେଶ୍ଵର) :  ଚଳିତ ମାସ ତୃତୀୟ ସପ୍ତାହରେ ବାହାରିପାରେ ମାଟ୍ରିକ ରେଜଲ୍ଟ । ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇଥିଲା । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ସୂଚନାନୁଯାୟୀ ,ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଥିଲେ ଶିକ୍ଷକ, ଶିକ୍ଷୟିତ୍ରୀ । ଖାତାଦେଖାରେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ରହିଥିଲେ । ରାଜ୍ୟରେ ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲା । ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲେ ।

Related posts

ଆଜି ବଲାଙ୍ଗୀରି ଆସୁଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ

mahabharatanews

ଆଜିଠାରୁ ରାଜ୍ୟ ବିଜେପିର ୩ ଦିନିଆ ପ୍ରଶିକ୍ଷଣ ଶିବିର

mahabharatanews

କୋକସରାରେ କୋରୋନା ସଚେତନତା ସଭା

mahabharatanews