ଓଡିଶା

 ଆଜିଠୁ ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା

(ଭୁବନେଶ୍ୱର) : ଆଜିଠାରୁ ଆରମ୍ଭ ହେଉଛି ମାଧ୍ୟମିକ ଶିକ୍ଷା ପରିଷଦ(‌ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା। ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ  ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହା ଜୁଲାଇ ୩ତାରିଖରୁ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ୮୦ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେଉଛି।

ସୂଚନାନୁଯାୟୀ, ଉଭୟ ସପ୍ଲିମେଣ୍ଟାରି ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ବୋର୍ଡ ୱେବ୍‌ସାଇଟ୍ www.bseodisha.ac.in ରେ ଉପଲବ୍ଧ ହୋଇଛି। ବିଦ୍ୟାଳୟର ମୁଖ୍ୟମାନେ ନିଜ ନିଜ ଛାତ୍ରଛାତ୍ରୀଙ୍କ ଆଡ୍‌ମିଟ୍ କାର୍ଡକୁ ଡାଉନ୍‌ଲୋଡ୍‌ କରି ପରୀକ୍ଷାର୍ଥୀଙ୍କୁ ପ୍ରଦାନ କରିସାରିଛନ୍ତି।

Related posts

ଶିକ୍ଷୟତ୍ରୀଙ୍କ ମନମୁଖୀ କାର୍ଯ୍ୟ ଓ ଛାତ୍ରୀ ମାନଙ୍କୁ ମାଡ ମାରିବା ଅଭିଜୋଗ

mahabharatanews

ଗୋପବନ୍ଧୁଙ୍କ ଜନ୍ମପୀଠକୁ ଐତିହ୍ୟ ଗ୍ରାମ ପ୍ରତିଷ୍ଠା ପ୍ରୟାସ

mahabharatanews

ଇଟାଭାଟିରେ କାମକାରୁଥିବା ବାହାର ରାଜ୍ୟର ଶ୍ରମିକ ଚାଲି ଯାଉଥିବା ସମୟରେ ରାଇରଙ୍ଗପୁର ପ୍ରଶାସନ ପକ୍ଷରୁ ଅଟକ

mahabharatanews