ଓଡିଶା

ଚଳିତ ବର୍ଷ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

(ଭୁବନେଶ୍ୱର) : ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିଲା, କିନ୍ତୁ ଏଥର ହେବ। ଫେଲ୍‌ କିମ୍ବା ଡ୍ରପଆଉଟ୍ ହୋଇଥିବା ପିଲାଙ୍କ ପାଇଁ ଏହି ପରୀକ୍ଷା ହେବ। ଏନେଇ ଖୁବ୍‌ଶୀଘ୍ର ତାରିଖ ଘୋଷଣା ହେବ ବୋଲି ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି। ।

ସୂଚନାନୁଯାୟୀ , ସେପଟେ ୨୩ରୁ ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ହାଇସ୍କୁଲ୍‌ ପାଇଁ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ମଧ୍ୟମା ଓ ଷ୍ଟେଟ୍‌ ଓପନ୍‌ ସ୍କୁଲ ପାଇଁ ଅଫ୍‌ଲାଇନ୍‌ରେ ଆବେଦନ କରିପାରିବେ। ଏନେଇ ବୋର୍ଡ ଉପସଭାପତି ନିହାର ମହାନ୍ତି ସୂଚନା ଦେଇଛନ୍ତି।

Related posts

୫ଟି ସଚିବଙ୍କ ଯାଜପୁର ଗସ୍ତ 

mahabharatanews

ସାପ କାମୁଡାରେ ବାପା ମୃତ, ପୁ୍ଅ ଗୁରୁତର

mahabharatanews

ଚଳିତ ମାସ ୧୩ ରୁ ଟିକ୍ ଟକ୍ ମନୋରଞ୍ଜନ କାର୍ୟ୍ୟକ୍ରମ ଆରମ୍ଭ

mahabharatanews