ଓଡିଶା

ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ସୋମାଲିକା ଦାସ

(କଟକ) :  ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ସୋମାଲିକା ଦାସ । ପୋଲିସ କିଛି କରୁନଥିବା ପ୍ରତିବାଦରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସୋମାଲିକା । କାମ ଗତିଶୀଳ ହେଉନଥିବାରୁ ଏପରି ନିଷ୍ପତି ନେଇଛନ୍ତି ସୋମାଲିକା  ।

ସୂଚନାନୁଯାୟୀ , ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ମାମଲା ଦାୟର କଲେ ସୋମାଲିକା। ତଦନ୍ତରେ ଶିଥିଳତା ଅଭିଯୋଗରେ ମାମଲା ଦାୟର କରିଛନ୍ତି । ହାଇକୋର୍ଟଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ ସତ୍ତ୍ୱେ ତଦନ୍ତ ହେଉ ନଥିବା ଅଭିଯୋଗ ହୋଇଛି । ମାମଲାରେ ବିଧାୟକ ବିଜୟ ଶଙ୍କର ଦାଶ ଓ ଜଗତସିଂହପୁର ଏସପିଙ୍କ ସମେତ ୫ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି । ଜଗତସିଂହପୁର ଥାନାରେ ବିଧାୟକ ବିଜୟ ଶଙ୍କରଙ୍କ ବିରୋଧରେ ହୋଇଥିବା ମାମଲାରେ ପୁଲିସ ଠିକ୍ ଭାବରେ ତଦନ୍ତ କରୁନଥିବା ଦର୍ଶାଇ ସୋମାଲିକା ଏହି ମାମଲା କରିଛନ୍ତି ।

Related posts

୩୦ ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ

mahabharatanews

ଓଡିଶା ଆସିବେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର

mahabharatanews

ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦଙ୍କ ଆଜି ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ କରାଯିବ

mahabharatanews