ଭାରତ

ଲୋକମାନ୍ୟ ତିଲକ ପୁରସ୍କାରରେ ସମ୍ମାନିତ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

(ଦିଳ୍ଲୀ) : ଲୋକମାନ୍ୟ ତିଲକ ପୁରସ୍କାରରେ ସମ୍ମାନିତ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେଣୁ ଆଜି ସେ ପୁନେ ଗସ୍ତରେ ଅଛନ୍ତି । ଯେଉଁଠାରେ ସେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ତଥା ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ଯୋଗ ଦେବେ ।

ସୂଚନାନୁଯାୟୀ, ସେଠାରେ ପହଞ୍ଚିବା ପରେ ପ୍ରଥମେ ପ୍ରଧାନମନ୍ତ୍ରୀ ଡଗଡୁଶେଠ ମନ୍ଦିରରେ ପୂଜାର୍ଚ୍ଚନା କରିବେ । ପରେ ୧୧.୪୫ରେ ଲୋକମାନ୍ୟ ତିଲକ ପୁରଷ୍କାର ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ୧୨.୫୪ରେ ପ୍ରଧାନମନ୍ତ୍ରୀ ମେଟ୍ରୋ ଟ୍ରେନକୁ ସବୁଜ ପତାକା ଦେଖାଇ ଉଦଘାଟନ କରିବେ । ଆଜି ପୁଣେରେ ୨ଟି ମେଟ୍ରୋ ଟ୍ରେନର ଉଦଘାଟନ କରାଯିବ ।

Related posts

ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୮ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

ସିଆରପିଏଫ ନିକଟରେ ଏକକାଳୀନ ୨୪ ମାଓବାଦୀଙ୍କ ଆତ୍ମସମର୍ପଣ

mahabharatanews

ଦିଲ୍ଲୀରେ ପୁଣିଥରେ ବୋମା ଧମକ 

mahabharatanews