ଓଡିଶା

ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ

(ଭୁବନେଶ୍ୱର) : ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ପାଗ ଅନୁକୂଳ ରହିବ ବୋଲି ସୂଚନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର, ନିକୋବର ଦ୍ବୀପ ଛୁଇଁଲା ମୌସୁମୀ । ନିକୋବର ଦ୍ୱୀପ, ଦକ୍ଷିଣ ଆଣ୍ଡାମାନ ସାଗର ଛୁଇଁଲା ମୌସୁମୀ ବାୟୁ ।

ସୂଚନାନୁଯାୟୀ ,ଦକ୍ଷିଣପଶ୍ଚିମ ମୌସୁମୀ ସମଗ୍ର ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜ, ଦକ୍ଷିଣ ବଙ୍ଗୋପସାଗରର ଆଉ କିଛି ଅଂଶ, ସମଗ୍ର ଆଣ୍ଡାମାନ ସାଗର ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି । ବାତ୍ୟା ମୋକା ଯୋଗୁଁ ଏବର୍ଷ ମୌସୁମୀ ପ୍ରଭାବରେ ବ୍ୟାଘାତ ସୃଷ୍ଟି ହେବାର ଆଶଙ୍କା କରାଯାଉଥିଲା । କିନ୍ତୁ ମୌସୁମୀ ଆରମ୍ଭ ହେବା ପୂର୍ବରୁ ବାତ୍ୟା ଚାଲିଯାଇ ଥିବାରୁ ଏହାର ବିଶେଷ ପ୍ରଭାବ ମୌସୁମୀ ଉପରେ ପଡ଼ିନାହିଁ ।

Related posts

କାଲିଠୁ ମାଲକାନଗିରି ସଟଡାଉନ

mahabharatanews

ସାମ୍ବାଦିକା ମଧୁସ୍ମିତା ମୃତ୍ୟୁ ମାମଲା: ସ୍ୱାମୀ ଶ୍ରୀଧର ଜେନା ଗିରଫ

mahabharatanews

ପୋଲିସ ଏସ୍‌ଆଇ ପରୀକ୍ଷା ମହାଦୁର୍ନୀତି ଘଟଣାର ତଦନ୍ତ ପାଇଁ ଆଜି ବ୍ରହ୍ମପୁରରେ ପହଞ୍ଚିଛନ୍ତି ସିବିଆଇଟିମ୍‌

mahabharatanews