ଓଡିଶା

ଆସନ୍ତା ୧୦ ଯାଏ ରାଜ୍ୟରେ ବର୍ଷା ଜାରି 

(ଭୁବନେଶ୍ୱର) : ଗତ ୨୪ ଘଣ୍ଟା ହେଲା ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ପଶ୍ଚିମ ତଥା କିଛି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି। ଓଡ଼ିଶାରେ ମୌସୁମୀ ବର୍ଷା ଜାରି ରହିଛି।

ସୂଚନାନୁଯାୟୀ ,   ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଆସନ୍ତାକାଲି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିଭଳି କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ମଧ୍ୟ ୮ ତାରିଖ ଦିନ ବର୍ଷା ସମ୍ଭାବନା ରହିଛି।

 

Related posts

ବର୍ଷରେ ନିମ୍ନ ମାନର ଛତୁଆ ଦେଇ ୧୫ ଜିଲ୍ଲାର ୩୮ SHG ହୋଇଛନ୍ତି କଳା ତାଲିକା ଭୁକ୍ତ

mahabharatanews

କେତେକ ସ୍ଥାନରେ ଘନ କୁହୁଡ଼ି ସମ୍ଭାବନା 

mahabharatanews

ଶିବଲିଙ୍ଗ ନା ଫବୱାରା

mahabharatanews