ଓଡିଶା

ସୌରୀନଙ୍କ ଜାମିନ ଆବେଦନ ଖାରଜ 

(କଟକ) :  ସୌରୀନଙ୍କ ଜାମିନ ଆବେଦନ ଖାରଜ ।  ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ଅଭିଯୋଗରେ ସେ ଗିରଫ ହୋଇପାରନ୍ତି । ପ୍ରାଥମିକ ତଦନ୍ତ ଓ ପୀଡ଼ିତାଙ୍କ ବୟାନରୁ ସତ୍ୟାସତ୍ୟ ସାମ୍ନାକୁ ଆସିଛି । ୨୦୧୬ରୁ ଉଭୟଙ୍କ ମଧ୍ୟରେ ସମ୍ପର୍କ ରହିଥିବା ତଦନ୍ତରୁ ସୂଚନା ମିଳିଛି । ପ୍ରଲୋଭନ ଓ ଧମକାଇ ପୀଡ଼ିତାଙ୍କ ସହ ସମ୍ପର୍କ ରଖିବା ଅଭିଯୋଗ ହୋଇଛି ।

ସୂଚନାନୁଯାୟୀ ,  ଏହି ମାମଲାରେ ସୌରିନଙ୍କ ସକ୍ରିୟ ଉପସ୍ଥିତିର ଆବଶ୍ୟକତା ଦର୍ଶାଇଲେ କୋର୍ଟ । ତେବେ ଏହି ମାମଲାରେ ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ। ଜଣେ ଯୁବତୀଙ୍କୁ ଧମକ ଚମକ ଦେଇ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇପାରେ ।

Related posts

ଓଡ଼ିଶା-ନାଗାଲାଣ୍ଡ ରଣଜୀ ଟ୍ରଫି ମ୍ୟାଚ୍‌ରେ ଓଡ଼ିଶାର ବିଶାଳ ସ୍କୋର

mahabharatanews

କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀରେ ବଳୀ ବାମନ ଓ ପର୍ଶୁରାମ ବେଶରେ ଦର୍ଶନ ଦେଲେ ଜଗନ୍ନାଥ ଓ ବଳଭଦ୍ର

mahabharatanews

କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କରୋନା ପଜିଟିଭ

mahabharatanews