ଓଡିଶା

ଟ୍ରକ ତଳେ ପ୍ରାଣ ହାରିଲେ ମା ଓ ପୁଅ

ନୀଳଗିରି: ବାଲେଶ୍ୱର ଜିଲ୍ଲାରେ ଘଟିଯାଇଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତାରେ ଯାଉଥିବା ସମୟରେ ଟ୍ରକ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଓଉପଦା ବ୍ଲକ କମ୍ଭାରପାଳ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି ଯେଉଁଥିରେ ମା ଓ ପୁଅ ଦୁଇ ଜଣ ପ୍ରାଣ ହରାଇଛନ୍ତି । ରାସ୍ତାରେ ଯାଉଥିବା ସମୟରେ ଗୋଟିଏ ଚଢିଯିବାରୁ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଛି । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

Related posts

ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୩; ସ୍ୱତନ୍ତ୍ର ପ୍ରସ୍ତୁତିରେ ଓଡିଶା

mahabharatanews

ଚୁଲିରୁ ନିଆଁ ଲାଗିି ଯୁବତୀ ଗୁରୁତର

mahabharatanews

କମିଲା ବ୍ୟବସାୟିକ ସିଲିଣ୍ଡରର ଦର

mahabharatanews