ଓଡିଶା

“ମା ପାଇଁ ଦିନଟିଏ”

(ଭୁବନେଶ୍ୱର) : ମା ପାଇଁ ଦିନଟିଏ । କଥାରେ ଅଛି ଦୁନିଆରେ ସଭିଙ୍କ ଋଣ ସୁଝି ହେବ । କିନ୍ତୁ ମାଆର ଋଣ ମରିବା ଯାଏ କେବେ କେହି ଶୁଝି ପାରିବେ ନାହିଁ। ମାଆର ଭଲ ପାଇବା, ତ୍ୟାଗ, ଓ ତପସ୍ୟା ଆଗରେ ଆମେ କିଛି ବି କଲେ ତାହା ବହୁତ କମ୍‌ ପଡ଼ିଯିବ। ଆମକୁ ଏ ଦୁନିଆକୁ ଆଣିଥିବା ଓ ସମାଜରେ ଛିଡ଼ା

ସୂଚନାନୁଯାୟୀ ,ମାତୃ ଦିବସର ଆରମ୍ଭ: ପ୍ରଥମେ ଆମେରିକାରେ ମା’କୁ ସମ୍ମାନ ଦେବା ଲାଗି ଉଦ୍ଦିଷ୍ଟ ଥିବା ଏହି ଦିନଟି ଆରମ୍ଭ ହେଲେ । ଆମେରିକାର ଆକ୍ଟିଭିଷ୍ଟ ଏନା ଜାର୍ବିସ ନିଜ ମା’ଙ୍କୁ ଖୁବ୍ ଭଲ ପାଉଥିଲେ। ଏଥିଲାଗି ସେ କେବେ ବିବାହ ମଧ୍ୟ କରିନଥିଲେ। କାରଣ ବିବାହ କଲେ ମାଆ ଙ୍କୁ ଛାଡି ଶାଶୁ ଘରେ ରହିବାକୁ ପାଇଁ ପଡ଼ିଥାନ୍ତା। ଏନା ଙ୍କ ମାଆଙ୍କ ମୃତ୍ୟୁ ପରେ ତାଙ୍କ ସ୍ମୃତିରେ ସେ ଏହି ଦିନକୁ ‘ମଦର୍ସ ଡେ’ ଭାବେ ପାଳନ କରିବା ଆରମ୍ଭ କଲେ। ମାଆ ଓ ମାତୃତ୍ୱକୁ ସମ୍ମାନ ଦେଇ ବିଶ୍ୱର ପ୍ରାୟ ୪୦ରୁ ଅଧିକ ଦେଶରେ ପାଳିତ ହେଉଛି ମାତୃ ଦିବସ ।.

Related posts

ଦିବ୍ୟାଙ୍ଗଙ୍କୁ ୟୁଡିଆଇଡି କାର୍ଡ ପ୍ରଦାନ ପ୍ରକ୍ରିୟାକୁ ତତ୍ପର କରିବାକୁ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର…

mahabharatanews

ରାସ୍ତା କଡକୁ ବସ୍ ଓଲଟି ୫ ଆହତ

mahabharatanews

ଛଅଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ

mahabharatanews