ଓଡିଶା

ଅନୁଭବଙ୍କ ବିରୋଧରେ ଜାରି ହେଲା NBW

(ଭୁବନେଶ୍ୱର) : ଗିରଫ ହୋଇପାରନ୍ତି ସାଂସଦ ଅନୁଭବ ମହାନ୍ତି। ଅନୁଭବଙ୍କ ବିରୋଧରେ ଜାରି ହେଲା NBW। କଟକ ଜେଏମ୍‌ଏଫସି (MP, MLA) କୋର୍ଟ ପକ୍ଷରୁ NBW। ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ NBW ଜାରି । ପୁରୀଘାଟ ଥାନାରେ ରୁଜୁ ମାମଲାରେ ଜାରି ହେଲା NBW ।

ସୂଚନାନୁଯାୟୀ , ଚାର୍ଜଫ୍ରେମ୍‌ ପାଇଁ ହାଜର ନହୋଇ ବାରମ୍ବାର ସମୟ ମାଗୁଥିଲେ । ଚାର୍ଜଫ୍ରେମ୍‌ ପାଇଁ ହାଜର ନହେବାରୁ NBW ଜାରି କଲେ କୋର୍ଟ। ୨୩ ସୁଦ୍ଧା ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ । ସୂଚନା ଦେଲେ ସରକାରୀ ଓକିଲ ଆଫ୍ରୋଜ୍‌ ଅହମ୍ମଦ। ତେବେନିକଟରେବିଜେଡି ଛାଡି ବିଜେପିରେ ଯୋଗ ଦେଇଛନ୍ତି ।

Related posts

ରାଜ୍ୟରେ ଥମୁନାହିଁ ସଂକ୍ରମଣ: ଆଜି ପୁଣି ୨୧୮ ଚିହ୍ନଟ

mahabharatanews

୩୦ ତାରିଖରେ ହେବ ବିଦିପନୀ, ୬୦ ହଜାର ରୁ ଉର୍ଦ୍ଧ ଭକ୍ତ ଯୋଗଦେବେ…

mahabharatanews

ରାସ୍ତା ନଥିବାରୁ ପ୍ରସଭ ମହିଳାଙ୍କୁ ବୋହିଲେ ଆମ୍ବୁଲାନ୍ସ ଡ୍ରାଇଭର

mahabharatanews