ଓଡିଶାଦୁର୍ଘଟଣା

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ସାଂସଦ

ସାଂସଦଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି  ସାଂସଦ ବିଭୁ ପ୍ରସାଦ ତରାଇ। ସୂଚନା ଅନୁଶାରେ, ୫୫ ନମ୍ବର ଜାତୀୟ ରାଜପଥର ହାଜିପୁର ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ସାଂସଦଙ୍କ ଇନୋଭା କାରକୁ, ପଛପଟୁ ଆସୁଥିବା ଏକ କାର ଧକ୍କା ଦେଇଥିଲା । ଯାହାପରେ ଖବର ପାଇ ବିରିଡି ଥାନା ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲା । ଏବଂ ଦୁର୍ଘଟଣା ଘଟାଇ ଥିବା ଗାଡିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି।

Related posts

ଓଡିଶାରେ ବଢୁଛି ସାଇବର କ୍ରାଇମ୍

mahabharatanews

ଅନ୍ତଃକଲେଜ ଫୁଟବଲ ଟୁର୍ଣ୍ଣାମେଣ୍ଟର ଶୁଭାରମ୍ଭ

mahabharatanews

୮ ବର୍ଷ ପରେ ଖୋଲିଲା ବାଇଶିପାହାଚ ଆନନ୍ଦବଜାର ଦ୍ବାର

mahabharatanews