ରାଜନୀତି

ନୀତୀଶ କୁମାରଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ବିହାରରେ ନୂଆ ଇତିହାସ। ଦଶମ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ କୁମାର। ପାଇଁ ଗୁରୁବାର ଜେଡିୟୁର ଅଧ୍ୟକ୍ଷ ନୀତୀଶ କୁମାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ୍ସ ହ୍ୟାଣ୍ଡେଲରେ ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଉଲ୍ଲେଖ ରହିଛି, କ୍ରମାଗତ ୧୦ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ନୀତୀଶ କୁମାର ଜୀ। ଆପଣଙ୍କର ଏବଂ ନୂତନ ସରକାରର ମଙ୍ଗଳ କାମନା କରୁଛି। ଆପଣଙ୍କ ନେତୃତ୍ୱରେ ରାଜ୍ୟ ବିକାଶର ନୂତନ ଶିଖରରେ ପହଞ୍ଚିବ ବୋଲି ମୁଁ କାମନା କରୁଛି। ଶୁଭକାମନା। ବୋଲି ନବୀନ ନିଜର ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ କରିଛନ୍ତି ।

Related posts

କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ଦମଦାର ବିଜୟ

mahabharatanews

ଆରମ୍ଭ ହେଲା ବିଜୁ ଛାତ୍ର ଜନତା ଦଳର କର୍ମୀ ସମ୍ମିଳନୀ

mahabharatanews

ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନ

mahabharatanews