ଓଡିଶା

ଆଜିଠୁ ଦୁଇଦିନ ପାଇଁ ଓଡିଶା ଆସୁଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ

(ଭୁବନେଶ୍ୱର) :  ଦୁଇଦିନ ପାଇଁ ଓଡିଶା ଆସୁଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । ସେ  କେନ୍ଦ୍ର ଅର୍ଥ ମନ୍ତ୍ରୀ ୧୬ ତାରିଖରେ ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ।  ୧୭ ତାରିଖରେ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମଧ୍ୟ ଯୋଗ ଦେବେ । ଯାହାକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।  ତେବେ ଏହାରି ଭିତରେ ସେ ପୁରୀ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।  ସେହିପରି ଅର୍ଥ ମନ୍ତ୍ରୀ କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ତଥା ପୂର୍ବତନ ବିଧାୟିକା ଦିବଂଗତ ନିବେଦିତା ପ୍ରଧାନଙ୍କର ସ୍ମୃତି ଉଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭାରେ ମଧ୍ୟ ଯୋଗ ଦେବେ ।

Related posts

ଆରଡିଏସ ଡିଗ୍ରୀ କଲେଜରେ ବିଶ୍ୱ କ୍ୟାନସର ଦିବସ ପାଳିତ

mahabharatanews

ଶୀତଦିନରେ ଘାରିଲାଣି ବର୍ଷାର ଭୟ , ଛାନିଆ ହେଲେଣି ଚାଷୀ

mahabharatanews

ଶ୍ରୀମନ୍ଦିରରେ ସନ୍ଧ୍ୟା ୬ଟାରୁ ୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

mahabharatanews