ଓଡିଶାରାଜନୀତି

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଅଜି ଠାରୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ନାମଙ୍କନ ଦାଖଲ କରିବେ ପ୍ରାର୍ଥୀ । ଫେବୃଆରୀ ୧୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ଫେବୃଆରୀ ୨୦ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ । ସେହିପରି ୨୭ ତାରିଖ ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଏବଂ ସେହିଦିନ ୫ଟାରୁ ଗଣତି ଆରମ୍ଭ ହେବ ବୋଲି ସୂଚନା ରହିଛି । ଓଡିଶାର ୩ ରାଜ୍ୟସଭା ସିଟ୍ ପାଇଁ ନିର୍ବାଚନ ହେବ ।୧୫ ଟି ରାଜ୍ୟର ୫୬ ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ ।

Related posts

 ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏବଂ ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ 

mahabharatanews

ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ

mahabharatanews

ଅସମ୍ଭାଳ ହୀରାକୁଦ ପାଣି : ସେକେଣ୍ଡରେ ପ୍ରବେଶ କରୁଛି ୧ ଲକ୍ଷ ୪୦ ହଜାର ୫୭୫ 

mahabharatanews