ଓଡିଶା

ମନ୍ତ୍ରୀ ଭାବେ ଶପଥ ନେଲେ ବିକ୍ରମ, ସୁଦାମ ଓ ଶାରଦା

(ଭୁବନେଶ୍ୱର) : ଆଜି ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି  | ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି | ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି |

ସୂଚନାନୁଯାୟୀ,  ଏହି ସମୟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ | ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ସ୍ୱଷ୍ଟ ସୂଚନା ମିଳିନଥିଲା ।

Related posts

ଗତ ୨୪ ଘଣ୍ଟାରେ ଦେଶରୁ ୩୧୦ ସଂକ୍ରମିତ ଚିହ୍ନଟ

mahabharatanews

ନିଟ୍ ଓ ଜେଇଇ ପରୀକ୍ଷା ସ୍ଥଗିତ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ନବୀନ

mahabharatanews

ଶ୍ରୀମନ୍ଦିର ଅଧିନିୟମ ସଂଶୋଧନ ବିଲକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

mahabharatanews