ଓଡିଶା

୧୯ରେ ପୁଣି ଓଡ଼ିଶା ଆସିବେ ମୋଦି 

(ଦିଲ୍ଲୀ) : ୧୯ ତାରିଖ ସନ୍ଧ୍ୟାରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବୈଠକରେ ସମୀକ୍ଷା । ନିର୍ବାଚନକୁ ନେଇ କର୍ମକର୍ତ୍ତାଙ୍କ ସହ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ । ୧୯ ତାରିଖରେ ରାତ୍ରୀଯାପନ କରି ୨୦ରେ ଶ୍ରୀଜିଉଙ୍କ ଦର୍ଶନ କରିବେ ମୋଦି ।

ସୂଚନାନୁଯାୟୀ , ୨୦ ତାରିଖ ସକାଳେ ପୁରୀରେ ରୋଡ ସୋ କରିବେ ମୋଦି।ଅନ୍ୟପଟେ  ଭୁବନେଶ୍ବରରେ ପହଞ୍ଚିଲେ ଡ୍ରିମ୍‌ଗର୍ଲ ହେମାମାଳିନୀ ମୋଦି ମେ’ ୬ ତାରିଖରେ ବ୍ରହ୍ମପୁର ଓ ନବରଙ୍ଗପୁର ସଂକଳ୍ପ ସମାବେଶ ବା ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। ସେହିପରି ଗତ ଶୁକ୍ରବାର ଦୁଇ ଦିନ ଓଡ଼ିଶା ଗସ୍ତରେ ଆସିଥିଲେ।

Related posts

ବଙ୍ଗୋପସାଗରରେ ସୃଷ୍ଚି ହେଲା ବାତ୍ୟା ‘ହାମୁନ୍’

mahabharatanews

ଚୋରୀ ବେଳେ ଧରାପଡିଲେ, ବାଇକ୍ ଛାଡି ଚମ୍ପଟ

mahabharatanews

କଟକଣାକୁ ଧୂଆଁରେ ଉଡେଇଦେଲେ ବିଧାୟକ

mahabharatanews