ଓଡିଶା

ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ

(ଭୁବନେଶ୍ୱର) :  ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ଏଥର ଅଧିବେଶନରେ ମୋଟ ୧୩ ଦିନର କାର୍ଯ୍ୟ ଦିବସ ରହିଛି । ଏନେଇ ବିଧାନସଭା ପକ୍ଷରୁ ସୂଚନା ମିଳିଛି ।

ସୂଚନାନୁଯାୟୀ,  ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବା ନେଇ ସୂଚନା ମିଳିଛି । ମୌସୁମୀ ଅଧିବେଶନ ଥିବାରୁ ବାଚସ୍ପତି ପଦ ପୂରଣ ହେବା ଜରୁରୀ ହୋଇପଡ଼ିଛି । ତେଣୁ ଏହା ପୂର୍ବରୁ ସେପ୍ଟେମ୍ବର ୨୧ରେ ପ୍ରଥମେ ବାଚସ୍ପତି ନିର୍ବାଚନ ହେବ । ସେପ୍ଟେମ୍ବରରେ ୧୮ ରେ ନାମାଙ୍କନ ଦାଖଲ ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ବାଚସ୍ପତି ନିର୍ବାଚନ ହେବା ନେଇ ସୂଚନା ମିଳିଛି ।

Related posts

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

mahabharatanews

ସ୍ବର୍ଣ୍ଣ ପଦକ ସହ ନୂଆ ରେକର୍ଡ ସୃଷ୍ଟି କଲେ ପୁନମ

mahabharatanews

ବିକଳାନନ୍ଦ କର ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

mahabharatanews