ଓଡିଶାରାଜନୀତି

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୧୦୦୦ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝି ଗୁରୁବାର ଦିନ ୨୦୨୪-୨୫ ଆର୍ଥିକ ବର୍ଷ ରାଜ୍ୟ ବଜେଟରେ ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୧୦୦୦ କୋଟି ଟଙ୍କା ଅନୁଦାନ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ଏହା ଚଳାଚଳ କରିବ। ୨୦୨୭ ସୁଦ୍ଧା କାର୍ଯ୍ୟକ୍ଷମ ହେବ ମେଟ୍ରୋ ରେଳ ପ୍ରକଳ୍ପ। ସେହିପରି ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬୨୫୬ କୋଟିର ବ୍ୟୟବରାଦ କରାଯାଇଛି । ମେଟ୍ରୋ ପ୍ରକଳ୍ପ ପାଇଁ ଚଳିତ ବଜେଟରେ ୧ ହଜାର କୋଟି ଅନୁଦାନ କରାଯାଇଛି ।

Related posts

ଅଚାନକ ହୁତୁହୁତୁ ହୋଇ ଜଳିଗଲା ବସ , ୮୦ ଯାତ୍ରୀ ସୁରକ୍ଷିତ 

mahabharatanews

କାର ଦୁର୍ଘଟଣାରେ ବ୍ଲକ କାର୍ଯ୍ୟାଳୟ କର୍ମଚାରୀ ମୃତ

mahabharatanews

ଝାଡ଼ାବାନ୍ତିରେ ଗଲାଣି ୬ ଜଣଙ୍କ ଜୀବନ

mahabharatanews