ଓଡିଶା

ଆଜି ବସିବ ରାଜ୍ୟ କ୍ୟାବିନେଟ୍

(ଭୁବନେଶ୍ୱର) :  ଆଜି ବସିବ ରାଜ୍ୟ କ୍ୟାବିନେଟ୍ । ସନ୍ଧ୍ୟା ୬.୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ବୈଠକ । ଏହି ବୈଠକରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ରାଜ୍ୟରେ ଜଳସେଚନ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅଣାଯାଇପାରେ । କୃଷକ, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଏବଂ ଦକ୍ଷତା ପରି ବିଭିନ୍ନ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ବନ୍ଦ କୃଷି ଓ କୃଷକଙ୍କ ସଶକ୍ତିକରଣ ପାଇଁ ବିଭାଗ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ । ସେହିପରି ଗଣଶିକ୍ଷା, ସ୍ୱାସ୍ଥ୍ୟ ଓ ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତାବମାନ ଆସିବାର ସମ୍ଭାବନା ରହିଛି ।

 

 

Related posts

ପଦ୍ମ ବିଜେତାଙ୍କୁ ମାସକୁ ୨୫ ହଜାର ଟଙ୍କା

mahabharatanews

ଟିମ୍ ଇଣ୍ଡିଆକୁ ଝଟକା, ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆଗାମୀ ଦିନିକିଆ ସିରିଜ୍ ଖେଳିବେ ନାହିଁ ଶୁଭମନ ଗିଲ୍

mahabharatanews

ଲକ୍ ଡାଊନ୍ ଅବମାନନାକାରୀଙ୍କ ଉପରେ ପୋଲିସର କଠୋର କାର୍ଯ୍ୟାନୁଷ୍ଠା

mahabharatanews