ଓଡିଶା

ରାଜ୍ୟରେ ପୁଣି ୧୦ ଜଣଙ୍କ ଜୀବନ ନେଲା କରୋନା

(ମହାଭାରତ/ଭୁବନେଶ୍ୱର): ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କରୋନାରେ ପ୍ରାଣ ହରାଇଥିବା ୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ପୁରୀରୁ ୩ ଜଣ, କଟକ, ସୁନ୍ଦରଗଡ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ଥିବା ଜଣାପଡିଛି । ଏବେ ଗଞ୍ଜାମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୧ରେ ପହଞ୍ଚିଛି ।

Related posts

ବାୟୂ ପ୍ରଦୂଷଣ: ଦିଲ୍ଲୀକୁ ମାତ ଦେଲା ଓଡ଼ିଶା 

mahabharatanews

ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ! କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews

ସମଲେଇ ଯୋଜନାର ଅଗ୍ରଗତି ସମୀକ୍ଷା କଲେ 5T ସଚିବ ଭି.କେ ପାଣ୍ଡିଆନ

mahabharatanews