ଓଡିଶା

ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ କରୋନା ରାଜ୍ୟରେ ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି । ଆଜି ମୃତ୍ୟୁବରଣ କରିଥିବା ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪ ଜଣ, ଭୁବନେଶ୍ବରରୁ ୨ ଜଣ, ଅନୁଗୋଳ, କୋରାପୁଟ, ନୟାଗଡ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Related posts

କୂଅରେ ଖସିଲା ହାତୀ

mahabharatanews

ପାରାଦ୍ୱୀପକୁ ଯାତାୟାତ ଠପ

mahabharatanews

ଆଜିଠୁ ଆରମ୍ଭ ବଜେଟ୍ ଅଧିବେଶନ 

mahabharatanews