ଓଡିଶା

ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ କରୋନା ରାଜ୍ୟରେ ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି । ଆଜି ମୃତ୍ୟୁବରଣ କରିଥିବା ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪ ଜଣ, ଭୁବନେଶ୍ବରରୁ ୨ ଜଣ, ଅନୁଗୋଳ, କୋରାପୁଟ, ନୟାଗଡ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Related posts

ନିଶ୍ଚିତକୋଇଲିରେ ରକ୍ତଦାନ ଶିବିର

mahabharatanews

ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ଜଣେ ମୃତ ଚାରୀ ଗୁରୁତର

mahabharatanews

ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ

mahabharatanews