ଓଡିଶା

ମାଆ ଭଟ୍ଟାରିକାଙ୍କ ପୀଠରେ ୧୪୪ ଧାରା ଲାଗୁ

 (ବଡମ୍ବା) :  ମାଆ ଭଟ୍ଟାରିକାଙ୍କ ପୀଠରେ ୧୪୪ ଧାରା ଲାଗୁ । ମନ୍ଦିର ବେଢ଼ା ସମେତ ଗର୍ଭଗୃହରେ ପାଣି ପଶିବାରୁ କଟକଣା। କଟକଣା ଜାରି କଲେ ବଡ଼ମ୍ବା ତହସିଲଦାର । ଉପର ମୁଣ୍ଡରେ ଲଗାତାର ପ୍ରବଳ ବର୍ଷା ପରେ ମହାନଦୀରେ ଜଳସ୍ତର ବଢିବାରେ ଲାଗିଛି । ତେଣୁ ନଦୀରେ ପ୍ରବଳ ବେଗରେ ବନ୍ୟାଜଳ ପ୍ରବାହିତ ହେଉଛି ।

ସୂଚନାନୁଯାୟୀ ,  ଆଜି ଦିନ ୧୨ଟା ସୁଦ୍ଧା ମୁଣ୍ଡଳିରେ ବନ୍ୟାଜଳ ପ୍ରବାହିତ ହେବା ନେଇ ସୂଚନା ଦେଇଛନ୍ତି ଏସଆରସି । ଦିନ ୧୨ଟା ସୁଦ୍ଧା ପ୍ରାୟ ୮ ଲକ୍ଷ କ୍ୟୁସେକ୍‌ ବନ୍ୟା ଜଳ ପ୍ରବାହିତ ହେବ। ପ୍ରଭାବିତ ହେବାକୁ ଥିବା ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କତା ନିର୍ଦ୍ଦେଶ । ଦିନ ୧୨ଟା ସୁଦ୍ଧା ମହାନଦୀର ମୁଣ୍ଡଳିରେ ପ୍ରାୟ ୮ ଲକ୍ଷ କ୍ୟୁସେକ ବନ୍ୟା ଜଳ ପ୍ରବାହିତ ହେବ ବୋଲି କହିଛନ୍ତି ଏସଆରସି ।

Related posts

୮ଦଫା ଦାବି ନେଇ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଅନଶନ

mahabharatanews

ନୟାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା ଦକ୍ଷିଣକାଳୀଙ୍କ ମନ୍ଦିରର ରୂପାନ୍ତରିକରଣ

mahabharatanews

ପରୀ ହତ୍ୟା ଘଟଣାରେ ମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ

mahabharatanews