ଓଡିଶା

୨୬ରେ ଯୁକ୍ତ ଦୁଇ ପରୀକ୍ଷା ଫଳ

(ଭୁବନେଶ୍ୱର) : ମେ’ ୨୬ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ଘୋଷଣା କରାଯିବ । ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳାଫଳ ପ୍ରକାଶ ପାଇବ । ଆଜି ଏନେଇ CHSE ପକ୍ଷରୁ ସୂଚନା ଜାରି କରାଯାଇଛି ।

ସୂଚନାନୁଯାୟୀ , CHSE ସୂଚନା ଅନୁସାରେ, www.orissaresult.nic.inରେ ନିଜ ଲେଜଲ୍ଟ ଚେକ୍ କରିପାରିବେ ଛାତ୍ରଛାତ୍ରୀ । ଏହାସହ ସେମାନଙ୍କର HS School e-space ଓ Digilockerରୁ ମଧ୍ୟ ପରୀକ୍ଷା ରେଜଲ୍ଟ ଜାଣିପାରିବେ । ଚଳିତ ଥର ୩ ଲକ୍ଷ ୮୬ ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ନେଇ ସୂଚନା ରହିଛି । ତେବେ ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳାଫଳ ପ୍ରକାଶ ପାଇବ ।

Related posts

“ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି”: ବିଜେଡି ସୁପ୍ରିମୋ 

mahabharatanews

ଫାଇଭ-ଟି ସ୍କୁଲକୁ ଇନୋଭେସନ୍ ହବ୍ କରି ନୂଆ ନୂଆ ଯନ୍ତ୍ରାଂଶ ଓ ବୈଷୟିକ ପ୍ରଣାଳୀ ଆବିଷ୍କାର କରାଯିବ

mahabharatanews

ପାରାଦ୍ୱୀପ ୟୁନିଟ ଟ୍ରଷ୍ଟ୍ ପକ୍ଷରୁ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

mahabharatanews