ଓଡିଶା

୨୫ରୁ ରାଜ୍ୟର ସବୁ ସ୍କୁଲ ଛୁଟି

(ଭୁବନେଶ୍ୱର): ଆସନ୍ତା ୨୫ ତାରିଖରୁ ରାଜ୍ୟର ସବୁ ସ୍କୁଲ ଛୁଟି । ରାଜ୍ୟରେ ବଢ଼ିଚାଲିଥିବା ଖରାକୁ ଦୃଷ୍ଟିରେ ଏହି ପଦକ୍ଷେପ ନିଆଯାଇଛି। ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ।

ସେହିପରି ଏପ୍ରିଲ ୨୫ ତାରିଖ ଠାରୁ ରାଜ୍ୟ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି। ସର୍ଭିସ ଟ୍ୟାକ୍ସ ଦେବାକୁ ବାବା ରାମଦେବଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଖରା ଛୁଟି ଘୋଷଣା ହୋଇଛି । ଏବର୍ଷ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ପାର କରିଛି । ତେଣୁ ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛି। ।

Related posts

 ବୋରୱେଲରେ ଖସି ପଡ଼ିଥିବା ୮୦ ବର୍ଷୀୟ ବୃଦ୍ଧା ଉଦ୍ଧାର

mahabharatanews

୪ ଦିନ ଯାଏ ପାଗ ଶୁଖିଲା 

mahabharatanews

ଢ଼ିଙ୍କିଆ ନୂଆଗାଁ ବିସ୍ଥାପିତ ପଦଯାତ୍ରୀ ମାନଙ୍କୁ ଗଡମା ଠାରେ ସ୍ୱାଗତ ସମ୍ବର୍ଦ୍ଧନା

mahabharatanews