ଓଡିଶା

ଟ୍ରେନ ଦୁର୍ଘଟଣା : ଆରମ୍ଭ ହେଲା ମରାମତି କାମ 

(ବାଲେଶ୍ଵର) : ବାଲେଶ୍ବର ଜିଲ୍ଲାର ବାହାନଗାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ସ୍ଥଳରେ ମରାମତି କାର୍ଯ୍ୟ ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ରେଳବାଇ ମୁଖପାତ୍ର ଅମିତାଭ ଶର୍ମା କହିଛନ୍ତି।

ସେ କହିଛନ୍ତି ଯେ, ଏହି ରୁଟ୍‌ରେ ଦୁର୍ଘଟଣା ନିରୋଧୀ ‘କବଚ’ ଉପଲବ୍ଧ ନ ଥିଲା ‘କବଚ’ ବ୍ୟବସ୍ଥା ଥିଲେ ଟ୍ରେନ୍‌ ଦୁଇଟି ପରସ୍ପର ସହିତ ଧକ୍କା ଖାଇ ନ ଥାଆନ୍ତେ। ଟ୍ରେନ୍‌ ଦୁର୍ଘଟଣା ପରର ସ୍ଥିତି ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ବାହାରି ଆସିଥିବା କଥା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂଚନା ଦେଇଛି।

Related posts

୨୮ ତାରିଖ ପର୍ଯ୍ୟନ୍ତ ନିର୍ଧୁମ୍ ଛେଚିବ, ୩ ଜିଲ୍ଲାରେ ପ୍ରବଳ ବର୍ଷା

mahabharatanews

ସମୀର ଏବଂ ଅରୁନ୍ଧତୀଙ୍କୁ ନୂଆ ଦାୟିତ୍ୱ 

mahabharatanews

ଅଗଷ୍ଟ ୨୧ରୁ +୨ ନାମ ଲେଖା ପାଇଁ ଆବେଦନ ଆରମ୍ଭ

mahabharatanews