ଓଡିଶା

୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ସତର୍କତା

(ଭୁବନେଶ୍ୱର) :  ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ଦେବ କାଳବୈଶାଖୀ । ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ସତର୍କତା ।

ସୂଚନାନୁଯାୟୀ, ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସହ ୭ ଜିଲ୍ଲାକୁ ୟେଲୋ ଆଲର୍ଟ । ରାୟଗଡ଼ା, ଗଞ୍ଜାମ, କଟକ, ଖୋର୍ଦ୍ଧା, ପୁରୀ, ବରଗଡ଼, ନୟାଗଡ଼କୁ ଆଲର୍ଟ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ଓଡିଶା । ରାଜ୍ୟରେ ସିଭିଅର ହିଟୱେଭ୍ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ତିନି ଦିନ ପ୍ରବଳ ହିଟ୍ ୱେଭ ନେଇ ସତର୍କତା ଜାରି କରିଛି l ପୁରୀ, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଛାଡି ବାକି ସବୁ ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

Related posts

ଆଜି ପହିଲି ରଜ,ଚଳଚଞ୍ଚଳ ଗାଁ ରୁ ସହର

mahabharatanews

ଘରୋଇ ସହାୟିକାଙ୍କୁ ନିର୍ଯାତନା, ଅଭିନେତ୍ରୀ ରିୟା ତାଙ୍କ ସ୍ବାମୀଙ୍କୁ ଜେରା

mahabharatanews

ଝାରସୁଗୁଡା ବିକାଶ ପାଇଁ ବିଜେଡି ତାର ଉଦ୍ୟମ ଜୋରଦାର କରିବ

mahabharatanews