ଓଡିଶା

ବଢୁଛି ତାତି 

(ଭୁବନେଶ୍ୱର) : ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ପାରଦ । ୫ ସହର ତାପମାତ୍ରା ୩୯ ଡ଼ିଗ୍ରୀରେ ପହଞ୍ଚିଲାଣି । ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ପାଲଟିଛି ଉତ୍ତପ୍ତ ସହର ପାଲଟିଛି । ଆଜି ଦିନ ତାପମାତ୍ରା ସର୍ବାଧିକ ୩୯.୮ ଡ଼ିଗ୍ରୀ ରେକର୍ଡ କରାଯାଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଚାନ୍ଦବାଲିରେ ୩୮.୨ ଡିଗ୍ରୀ, କଟକରେ ୩୮.୪ ଡିଗ୍ରୀ, ବାଲେଶ୍ୱରରେ ୩୫.୧ ଡିଗ୍ରୀ, ପାରାଦୀପରେ ୩୩.୧ ଡିଗ୍ରୀ, ଭୁବନେଶ୍ୱରରେ ୩୭.୩ ଡିଗ୍ରୀ, ଗୋପାଳପୁରରେ ୩୩.୦ ଡିଗ୍ରୀ, ପୁରୀରେ ୩୩.୧ ଡିଗ୍ରୀ, ଅନୁଗୋଳରେ ୩୮.୧ ଡିଗ୍ରୀ, ବାରିପଦାରେ ୩୬.୦ ଡିଗ୍ରୀ, ଝାରସୁଗୁଡ଼ାରେ ୩୮.୩ ଡିଗ୍ରୀ, କେନ୍ଦୁଝରଗଡ଼ର ତାପାମାତ୍ରା ୩୬.୨ ଡିଗ୍ରୀ ରେକର୍ଡ ହୋଇଛି ।

Related posts

ରୋଷେଇ ବେଳେ ଅଗ୍ନିକାଣ୍ଡ, ମହିଳା ଜୀବନ୍ତ ଦଗ୍ଧ

mahabharatanews

 ଭୁବନେଶ୍ବରରେ ଜେପି ନଡ୍ଡାଙ୍କ ରୋଡ୍‌ ସୋ’ 

mahabharatanews

୨୦ ଫୁଟ ତଳକୁ ଖସିଲା ବସ, ୪ ଆହତ

mahabharatanews