ଓଡିଶା

ଆଗକୁ ଆହୁରି ବଢିବ ତାତି 

(ଭୁବନେଶ୍ୱର) : ଆଗକୁ ଦିନକୁ ଦିନକୁ  ବଢିବ ତାତି । ରାଜ୍ୟର ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୩ ରୁ ୫ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ଆଗାମୀ ସପ୍ତାହକ ମଧ୍ୟରେ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମାର୍ଚ୍ଚ ମାସ ଶେଷ ବେଳକୁ କିଛି ଅଞ୍ଚଳରେ ତାପମାତ୍ରା ୩୯ ରୁ ୪୦ ଡିଗ୍ରୀ ଯାଏଁ ଅନୁଭୂତ ହେବାର ସମ୍ଭାବନା ରହିଛି । ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁଯାୟୀ , କାଳବୈଶାଖୀ ଯୋଗୁ ଖସିଥିବା ତାପମାତ୍ରା ପୁଣି ଉପରକୁ ଉଠିବ । ଫଳରେ ରାଜ୍ୟକୁ ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ । ଟାଣ ଖରାକୁ ଦୃଷ୍ଟିରେ ରଖି ବାହାରକୁ ବାହାରିଲା ମାତ୍ରେ ସାବଧାନତା ପାଇଁ ପରାମର୍ଶ ଦିଆଯାଇଛି । ଏଭଳି କ୍ଷେତ୍ରରେ ବାହାରକୁ ବାହାରିଲା ମାତ୍ରେ ସାବଧାନ ରହିବା ପାଇଁ ପରାମର୍ଶ ଦିଆଯାଇଛି ।

Related posts

ବୁଡ ପକାଇବାକୁ ଯାଇ ନଦୀରେ ବୁଡିଗଲା ଶିଶୁ

mahabharatanews

ୱେବ ଚ୍ୟାନେଲ ର ସାମ୍ବାଦିକଙ୍କୁ ନେଇ ଗଠନ ହେଲା ସଂଘ

mahabharatanews

କରୋନା ଆତଙ୍କ: ଜିଲ୍ଲା ସ୍ୱାସ୍ଥ୍ୟ ସେବାକୁ ନେଇ ପ୍ରଶ୍ନ

mahabharatanews