ଓଡିଶା

କାଳବୈଶାଖୀ ପ୍ରଭାବରେ ଭିଜିଲା ଟ୍ୱିନ ସିଟି

(ଭୁବନେଶ୍ୱର) :  ଆଜି ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ କଟକ, ଭୁବନେଶ୍ୱର ଓ ଢେଙ୍କାନାଳରେ ଘଡଘଡି ବର୍ଷା ଦେଖିବାକୁ ମିଳିଛି । ବର୍ଷା ହେବା ସହ ୩୦ରୁ ୪୦କିଲୋମିଟର ବେଗରେ ପବନ ବହିଛି  । ତେବେ ଟ୍ୱିନ ସିଟିରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଥିଲା ଆଞ୍ଚଳିକ ପାଣିପାଗ ବିଭାଗ ।

ସୂଚନାନୁଯାୟୀ, ଅନ୍ୟପଟେ ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି

Related posts

ସ୍କୁଲ ସ୍ପୋର୍ଟସ ବେଳେ ନବମ ଶ୍ରେଣୀ ଛାତ୍ରଙ୍କ ବେକରେ ପଶିଗଲା ଜାଭେଲିନ୍

mahabharatanews

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଜିଲ୍ଲାଶିକ୍ଷା ବିଭାଗର ୪୦ ଲକ୍ଷ ୨୫ ହଜାର ଦାନ

mahabharatanews

ଗଛରେ ଝୁଲି ପଡିଲେ ବାପା-ପୁଅ

mahabharatanews