ଓଡିଶା

ଜୁନ୍‌ ୪ରେ କେରଳ , ୧୩ରେ ଓଡିଶା ଛୁଇଁବା ମୌସୁମୀ   

(ଭୁବନେଶ୍ୱର) : ଜୁନ୍ ୪ ସୁଦ୍ଧା  ସାଧାରଣତଃ କେରଳ ଛୁଇଁବାର ଏକ ସପ୍ତାହ ପରେ ମୌସୁମୀ ଓଡ଼ିଶାକୁ ପ୍ରବେଶ କରିଥାଏ । ଫଳରେ ମୌସୁମୀ ଜୁନ୍‌ ୧୩ ତାରିଖ ପୂର୍ବରୁ ଓଡ଼ିଶାରେ ପ୍ରବେଶ କରିବା ସମ୍ଭାବନା ରହିଛି ।

ତେବେ ଚଳିତ ବର୍ଷ ମୌସୁମୀ ବର୍ଷା ସ୍ୱାଭାବିକ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା । ମୌସୁମୀ ବର୍ଷା ପରିମାଣ ୯୬% ହେବା ନେଇ ପୂର୍ବାନୁମାନ କରିଥିଲେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

Related posts

କୁକୁଡାଖଣ୍ଡି ରୁ ପ୍ରଯୁକ୍ତି ବିଦ୍ୟା ସଚେତନତା ରଥ ଶୁଭଆରମ୍ଭ

mahabharatanews

୨୩ରୁ ଖୋଲିବ ଧର୍ମାନୁଷ୍ଠାନ

mahabharatanews

ଖୁଲମଖୋଲା ଯୁବକଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କଲେ ଦୁବୁର୍ତ୍ତ

mahabharatanews