ଓଡିଶା

ପରଲୋକରେ କେରଳ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡି

(କେରଳ) : ପରଲୋକରେ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡି। ବେଙ୍ଗାଳୁରୁର ଏକ ଘରୋଇ ହସ୍ପିଟାଲ୍‌ରେ ୭୯ ବର୍ଷରେ ତାଙ୍କର ଦେହାନ୍ତ। ରବିବାର ତାଙ୍କୁ ବେଙ୍ଗାଳୁରୁକୁ ଏୟାରଲିଫ୍ଟ କରାଯାଇଥିଲା। ୨୦୧୯ ପରଠାରୁ ଅସୁସ୍ଥତା କାରଣରୁ ଚିକିତ୍ସିତ ହେଉଥିଲେ। ତାଙ୍କ ପରିବାର ସହିତ କେରଳ କଂଗ୍ରେସ ସଭାପତି କେ ସୁଧାକରନ୍ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ , ଓମେନ୍ ଚାଣ୍ଡି ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ। ୨୦୦୪ ମସିହାରେ ଓମେନ୍ ୱାଣ୍ଡି ପ୍ରଥମ ଥର ପାଇଁ କେରଳର ମୁଖ୍ୟମନ୍ତ୍ରୀ ହୋଇଥିଲେ । ୨୦୦୬ ରେ ବିଧାନସଭା ନିର୍ବାଚନରେ ପରାଜୟ ପରେ ତାଙ୍କୁ ଇସ୍ତଫା ଦେବାକୁ ପଡିଥିଲା । ବାସ୍ତବରେ ସେହି ବର୍ଷ କେରଳରେ ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ।

Related posts

ସପ୍ତାହେ ପାଇଁ କରୁଆ ପଞ୍ଚାୟତର ୪ ୱାର୍ଡ କଣ୍ଟେନମେଣ୍ଟ ଜୋନ

mahabharatanews

5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନକୁ ବିଜେଡି ସାଂସଦ ମାନସ ମଙ୍ଗରାଜଙ୍କ ଶୁଭେଚ୍ଛା

mahabharatanews

ମୋ ବସରେ ମହିଳାଙ୍କୁ ମାଗଣା ସେବା

mahabharatanews