ଭାରତରାଜନୀତି

ଶୀତକାଳୀନ ଅଧିବେଶନ ପାଇଁ ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଥିବା ନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜ୍‌ଜୁ ସୂଚନା ଦେଇଛନ୍ତି

ନୂଆଦିଲ୍ଲୀ:- ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଡିସେମ୍ବର ୧ରୁ ଆରମ୍ଭ ହୋଇ ଡିସେମ୍ବର ୧୯ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଶୀତକାଳୀନ ଅଧିବେଶନ ପାଇଁ ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଥିବା ନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜ୍‌ଜୁ ସୂଚନା ଦେଇଛନ୍ତି ।

Modi inaugurates controversial new parliament building in India | CNN

ସେ କହିଛନ୍ତି ଯେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସରକାରଙ୍କ ପ୍ରସ୍ତାବିତ ଅଧିବେଶନ ତାରିଖକୁ ଅନୁମୋଦନ କରିଛନ୍ତି । ଚଳିତ ଅଧିବେଶରେ ବହୁ ଗରୁତ୍ବପୂର୍ଣ୍ଣ ବିଲ ଆସିବ । ଏକ ଗଠନମୂଳକ ଏବଂ ଫଳପ୍ରଦ ଅଧିବେଶନ ପାଇଁ ଅପେକ୍ଷା କରୁଛି ଯାହା ଆମର ଗଣତନ୍ତ୍ରକୁ ମଜବୁତ କରିବ ଏବଂ ଲୋକଙ୍କ ଆକାଂକ୍ଷା ପୂରଣ କରିବ।

Related posts

ଆସନ୍ତାକାଲି ନାମାଙ୍କନ ଦାଖଲ ଭରିବେ ମୋଦି 

mahabharatanews

ଅଲଗା ହେଲା ଚନ୍ଦ୍ରଯାନ-୩  ଲ୍ୟାଣ୍ତର ବିକ୍ରମ

mahabharatanews

ଅନିର୍ଦ୍ଦିଷ୍ଟ ସମୟ ପାଇଁ ଲୋକସଭା ଏବଂ ରାଜ୍ୟସଭା ମୁଲତବୀ; ଜାଣନ୍ତୁ କେତେ ବିଲ୍ ଗୃହୀତ ହେଲା

mahabharatanews