ଓଡିଶା

ଆଜିଠୁ ଖୋଲିବ ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର

(ପୁରୀ) : ଆଜିଠୁ ଖୋଲିବ ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର । ତେବେ କେବଳ ପୁରୀବାସୀଙ୍କୁ ପ୍ରବେଶ ପାଇଁ  ଅନୁମତି ମିଳିଛି । ସକାଳ ୭ରୁ ପରିଚୟ ପତ୍ର ଦେଖାଇ ପୁରୀବାସୀ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ । ପରିଚୟପତ୍ର ଦେଖାଇ ପଶ୍ଚିମ ଦ୍ୱାରରେ ପୁରୀ ବାସିନ୍ଦା ପ୍ରବେଶ କରିପାରିବେ ।  ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ଏହି ସୂଚନା ଦେଇଛନ୍ତି ।

ସୂଚନାନୁଯାୟୀ , ଭକ୍ତ, ପୁରୀ ବାସିନ୍ଦା, ସେବକ ଓ ରାଜନେତା ସମସ୍ତେ ଏହି ଦାବି ଉଠାଇଥିଲେ। ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିବା ନେଇ ଦାବି ଜଣାଇଥିଲେ। ଭକ୍ତ, ପୁରୀ ବାସିନ୍ଦା, ସେବକ ଓ ରାଜନେତା ସମସ୍ତେ ଏହି ଦାବି ଉଠାଇଥିଲେ। ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିବା ନେଇ ଦାବି ଜଣାଇଥିଲେ। ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ତଥା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଗତକାଲି ଏକ ଟୁଇଟ କରିଥିଲେ। ସେଥିରେ ଉଲ୍ଲେଖ କରିଥିଲେ ‘ ଅତିଶୀଘ୍ର ଆଉ ଗୋଟିଏ ଦ୍ୱାର ନଖୋଲିଲେ, କାଲିଠୁ ପଶ୍ଚିମଦ୍ୱାର ଆଗରେ ବସି ଠାକୁରଙ୍କୁ ଆରାଧନା କରିବେ।

Related posts

ବ୍ୟକ୍ତିଙ୍କ ଆଖିକୁ ଲଙ୍କାଗୁଣ୍ଡ ପକାଇ ଲୁଟ ଅଭିଯୋଗ

mahabharatanews

ରାଜ୍ୟରେ ଗତ୨୪ ଘଣ୍ଟା ମଧ୍ୟରେ ଆଉ ୪ ଜଣଙ୍କ ମୃତ୍ୟୁ

mahabharatanews

କରୋନା ପାଇଁ ପୂଜାର୍ଚ୍ଚନା

mahabharatanews