ଓଡିଶା

ଆରମ୍ଭ ହେଲା ପଥ ଉତ୍ସବ 

(ଭୁବନେଶ୍ୱର) : ଦୁଲୁକିଲା ରାଜଧାନୀ । ଆରମ୍ଭ ହେଲା ପଥ ଉତ୍ସବ । ମାଷ୍ଟରକ୍ୟାଣ୍ଟିନ ଛକରୁ ରାମ ମନ୍ଦିର ଯାଏଁ ଭିଡ଼ ଅସମ୍ଭାଳ  । ମାଷ୍ଟର କ୍ୟାଟିନ ଛକରୁ ରାମ ମନ୍ଦିର ମଧ୍ୟରେ ଅନୁଷ୍ଠିତ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ମାଷ୍ଟରକ୍ୟାଣ୍ଟିନ ଠାରେ ମୁଖ୍ୟମଞ୍ଚ ରହିଥିବା ବେଳେ ରାମମନ୍ଦିର ନିକଟରେ ଦ୍ଵିତୀୟ ମଞ୍ଚ କରାଯାଇଛି ।

ସୂଚନାନୁଯାୟୀ , ନାଚ, ଗୀତ, ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ୍ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋ, କ୍ଲେ ଆର୍ଟ, ଫେସ୍ ପେଣ୍ଟିଂ, ଜୁମ୍ବା ଆଦି ବିଭିନ୍ନ କାର୍ଯ୍ୟକ୍ରମ କରଯାଉଛି । ପଥୋତ୍ସବକୁ ପରିଚାଳନା କରିବାକୁ ବିଭିନ୍ନ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି । ଏଥିରେ ଅଂଶଗ୍ରହଣ କରିବାକୁ ବିଭିନ୍ନ ସ୍କୁଲ, କଲେଜ, କ୍ରୀଡା ସଂଗଠନ, କଳାକାର, ଏଏସଏଚଜି ପ୍ରମୁଖଙ୍କୁ ଆମନ୍ତ୍ରଣ କରାଯାଇଛି । ଚଳିତବର୍ଷ 3ଟି ଜୋନରେ ପଥୋତ୍ସବ ଅନୁଷ୍ଠିତ ହେବ ।

Related posts

ପାଳିତ ହେଲା ମହୋଦଧି ଦିବସ

mahabharatanews

ସାଲିଆ ସାହିରେ ଦନ୍ତା ଆତଙ୍କ

mahabharatanews

ନଗର ଉନ୍ନୟନ ବିଭାଗ ପକ୍ଷରୁ ବୁଲା କୁକୁରଙ୍କୁ ଖାଦ୍ୟ ବଣ୍ଟନ

mahabharatanews