ଓଡିଶା

ପଟିଆଲା କୋର୍ଟ ବର୍ଷାଙ୍କୁ କଲେ ନୋଟିସ

ନୂଆଦିଲ୍ଲୀ: ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ଦ୍ୱାରା ଦାୟର ଛାଡପତ୍ର ଆବଦନକୁ ଦିଲ୍ଲୀର ପଟିଆଲା କୋର୍ଟ ଗ୍ରହଣ କରିଛନ୍ତି । କୋର୍ଟ ଅନୁଭବଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ କରିଛନ୍ତି ନୋଟିସ । ଏହି ମାମମଲାର ପରବର୍ତ୍ତୀ ଶୁଣାଣି ପାଇଁ ଡିସେମ୍ବର ୧୦ ତାରିଖକୁ ଦିନ ଧାର୍ଯ୍ୟ କରିଛନ୍ତି । ଉକ୍ତ ଦିନ ବର୍ଷା କୋର୍ଟରେ ହାଜର ହେବାକୁ କୋର୍ଟଙ୍କ ପକ୍ଷରୁ ବର୍ଷାଙ୍କୁ ନୋଟିସ ହୋଇଥିବା ଅନୁଭବଙ୍କ ଓକିଲ ସୂଚନା ଦେଇଛନ୍ତି ।

Related posts

ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା , ଓ୍ଵାର୍ଣ୍ଣିଂ ଜାରି

mahabharatanews

ନିମାପଡା: ତହସିଲ ପକ୍ଷରୁ ସହାୟତା ରାଶି ଫେରାଇବାକୁ ନୋଟିସ, ହିତାଧିକାରୀ ଛାନିଆ

mahabharatanews

ପୂଜା ପାଇଁ ପୁରୀ ପ୍ରଶାସନର ନିଷ୍ପତ୍ତି

mahabharatanews