ଭାରତ

ନୌକା ଦୁର୍ଘଟଣାରେ ଚାଲିଗଲା ୧୬ ଜୀବନ 

(କେରଳ) : ନୌକା ଦୁର୍ଘଟଣାରେ ଚାଲିଗଲା ୧୬ ଜୀବନ । ତେବେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି  କେରଳର ମଲପ୍ପୁରମରେ ।   ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ସୂଚନାନୁଯାୟୀ  ,ଡଙ୍ଗାରେ ୪୦ ଜଣ ଯାତ୍ରୀ ଥିଲେ। ଘଟଣାସ୍ଥଳରୁ ପ୍ରଥମେ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ପରେ ଏହି ସଂଖ୍ୟା ୧୫କୁ ବୃଦ୍ଧି ପାଇଥିବା ନେଇ କେରଳ ମନ୍ତ୍ରୀ ସୂଚନା ଦେଇଛନ୍ତି। ଉଦ୍ଧାର ଲୋକଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ମୃତକଙ୍କ ପରିବାରକୁ ୨ ଲକ୍ଷ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି।

 

 

 

Related posts

ରାଜଧାନୀ ଦିଲ୍ଲୀରେ ତାପମାତ୍ରା ୪୬.୪ ଡିଗ୍ରୀ ରେକର୍ଡ

mahabharatanews

୫୦୦ ଶୀର୍ଷ କମ୍ପାନୀରେ ୧ କୋଟି ଯୁବବର୍ଗଙ୍କୁ ମିଳିବ ଇଣ୍ଟନସିପ୍ ସୁବିଧା

mahabharatanews

ଥାନାଧିକାରୀଙ୍କ ଟେବୁଲରେ ବସି ମଦ ପିଇବା ପଡ଼ିଲା ମହଙ୍ଗା : ବ୍ୟକ୍ତି ଜଣକ ଗିରଫ, ଆଇଆଇସି ନିଲମ୍ବିତ

mahabharatanews