ଓଡିଶା

ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଫଳାଫଳ

(ଭୁବନେଶ୍ୱର) : ଆଜି ପ୍ରକଶ ପାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ଧନ୍ଦାମୂଳକପରୀକ୍ଷା ଫଳ। ଆଜି ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି । ଚଳିତବର୍ଷ କଳା ବିଭାଗରେ ୨ଲକ୍ଷ ୩୩ହଜାର ୮୫୫ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ୫୮୬୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ସୂଚନାନୁଯାୟୀ ,  ପରୀକ୍ଷାର୍ଥୀମାନେ www.orissaresults.nic.in ମାଧ୍ୟମରେ ସେମାନଙ୍କ ପରୀକ୍ଷା ଫଳ ପାଇପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ଉପଲବ୍ଧ ହେବ। ତେବେ ଗତ ମେ’ ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଯେଉଁଥିରେ ଛାତ୍ରକୁ ପଛରେ ପକାଇ ଛାତ୍ରୀ ଆଗରେ ରହିଥିଲେ  ରହିଥିଲେ ।

Related posts

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବହୁଗ୍ରାମ ୧୩୨/୩୩ କେଭି ଗ୍ରିଡ ସବଷ୍ଟେସନ ଲୋକାର୍ପିତ

mahabharatanews

ସାବଧାନ ! ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ 

mahabharatanews

ଏପ୍ରିଲ ୨୮ ତାରିଖରୁ +୨ ବୋର୍ଡ ପରୀକ୍ଷା

mahabharatanews