ଓଡିଶା

ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଫଳାଫଳ

(ଭୁବନେଶ୍ୱର) : ଆଜି ପ୍ରକଶ ପାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ଧନ୍ଦାମୂଳକପରୀକ୍ଷା ଫଳ। ଆଜି ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି । ଚଳିତବର୍ଷ କଳା ବିଭାଗରେ ୨ଲକ୍ଷ ୩୩ହଜାର ୮୫୫ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ୫୮୬୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ସୂଚନାନୁଯାୟୀ ,  ପରୀକ୍ଷାର୍ଥୀମାନେ www.orissaresults.nic.in ମାଧ୍ୟମରେ ସେମାନଙ୍କ ପରୀକ୍ଷା ଫଳ ପାଇପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ଉପଲବ୍ଧ ହେବ। ତେବେ ଗତ ମେ’ ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଯେଉଁଥିରେ ଛାତ୍ରକୁ ପଛରେ ପକାଇ ଛାତ୍ରୀ ଆଗରେ ରହିଥିଲେ  ରହିଥିଲେ ।

Related posts

ବେଆଇନ ବାଲି ଚାଲାଣ ବେଳେ ଟ୍ରାକ୍ଟର ଜବତ

mahabharatanews

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ; ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews

ନୟାଗଡ଼ ଛେନାପୋଡ଼କୁ ମିଳିବ GI ଟ୍ୟାଗ୍‌ ମାନ୍ୟତା

mahabharatanews